Family unrecorded

Bada Osha

India

ବଡ଼ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା କାର୍ତ୍ତିକ ମାସର ଶୁକ୍ଲ ପକ୍ଷ ତ୍ରୟୋଦଶୀ ତିଥିରେ ପାଳନ କରାଯାଏ । ଧବଳେଶ୍ୱର ପୀଠରେ ବିଶେଷ ପୂଜା ଅନୁଷ୍ଠାନ କରାଯାଏ ଓ ଧବଳେଶ୍ୱର ବଡ଼ସିଂହାର ରୂପରେ ଦର୍ଶନ ଦିଅନ୍ତି ।

No licensed photograph yet
Four in five rooms open without one. Add a photograph with a declared licence and your credit sits under it, permanently.
Archival typographic plate · seeded for Bada Osha+ Add licensed photo →
Understand in 30 Seconds · In Plain Words

Quick guide to Bada Osha

Sourced or Silent · CC BY-SA 4.0

ବଡ଼ଓଷା ଓଡ଼ିଶାରେ ପାଳିତ ଏକ ଓଷା ।

01 · What it is
Living Tradition

Documented cultural tradition on record; family classification awaits an editor.

02 · Where & name
India

Placed on record in India.

03 · How it is doing
□□□□ (Not yet assessed)

Documented in open cultural records, but no cited field assessment of its current vitality has been added here yet.

04 · Proof & reuse
2 cited sources

Every claim links to a public record below. Free to quote, teach, and share under CC BY-SA 4.0.

Chapter Takeaways
ପୂଜାବିଧି ଓ ଉପଚାରଏହି ଅବସରରେ ମହାଦେବଙ୍କୁ ସ୍ୱତନ୍ତ୍ର ପୂଜା କରାଯାଏ ।
କିମ୍ବଦନ୍ତୀପଦ୍ମପୁରାଣ ମତେ ବ୍ରହ୍ମାଙ୍କ ଅଭିଶାପରୁ ମୁକ୍ତି ପାଇବା ପାଇଁ ଇନ୍ଦ୍ର ଧବଳେଶ୍ୱରଙ୍କ ନିକଟରେ ବଡ଼ଓଷା ବ୍ରତ ପାଳନ କରି କାର୍ତ୍ତିକ ପୂର୍ଣ୍ଣିମାରେ ବୁଡ଼ ପକେଇ ଶାପମୁକ୍ତ ହୋଇଥିଲେ ।
Common Questions Answered on Record
What is Bada Osha in plain words?

ବଡ଼ଓଷା ଓଡ଼ିଶାରେ ପାଳିତ ଏକ ଓଷା ।

Where is Bada Osha practised or documented?

Sources on this page place Bada Osha in India.

What is the current condition of Bada Osha today?

□□□□ (Not yet assessed): Documented in open cultural records, but no cited field assessment of its current vitality has been added here yet.

How do I cite or share this Bada Osha entry?

Cite as: "Bada Osha." folkroom, https://folkroom.org/art-forms/bada-osha, text CC BY-SA, with attribution.

Share or cite this roomNo tracking · CC BY-SA 4.0
WhatsAppXLinkedInRedditFacebook

The tradition & historical record

2 min read · 2 sources

ବଡ଼ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା କାର୍ତ୍ତିକ ମାସର ଶୁକ୍ଲ ପକ୍ଷ ତ୍ରୟୋଦଶୀ ତିଥିରେ ପାଳନ କରାଯାଏ । ଧବଳେଶ୍ୱର ପୀଠରେ ବିଶେଷ ପୂଜା ଅନୁଷ୍ଠାନ କରାଯାଏ ଓ ଧବଳେଶ୍ୱର ବଡ଼ସିଂହାର ରୂପରେ ଦର୍ଶନ ଦିଅନ୍ତି । 1

ପୂଜାବିଧି ଓ ଉପଚାର

ଏହି ଅବସରରେ ମହାଦେବଙ୍କୁ ସ୍ୱତନ୍ତ୍ର ପୂଜା କରାଯାଏ । ପୂଜାଦିନ ଭୋରରୁ ଧବଳେଶ୍ୱରଙ୍କୁ ୧୦୮ ଗରା ପାଣିରେ ସ୍ନାନ କରାଯାଇ, ମଙ୍ଗଳ ଆରତୀ ଓ ମଇଲମ ଆଦି ରୀତିନୀତି କରାଯାଏ । ତରଣ ଓ ଗଜା ପିଠା ବା ଗଜା ମଣ୍ଡା ଭୋଗ ଲଗାଯାଏ । ଅରୁଆ ଚାଉଳ ଚୂନାରେ ଏହି ପିଠା ତିଆରି କରାଯାଏ । ପିଠାରେ ନଡ଼ିଆ, ଗୁଡ଼, ଗୁଜୁରାତି ଆଦି ପୁର ଦିଆଯାଏ । ମହାଦେବଙ୍କୁ ପୂଜା କରାଯିବା ପରେ ଭକ୍ତମାନେ ଏହି ପିଠା ସେବନ କରନ୍ତି । ୨୦୨୦ ମସିହାରେ ୨୫ ବର୍ଷ ପରେ ଧବଳେଶ୍ୱରଙ୍କର କିରାତଅର୍ଜୁନ ବେଶ ହୋଇଥିଲା । 1

କିମ୍ବଦନ୍ତୀ

ପଦ୍ମପୁରାଣ ମତେ ବ୍ରହ୍ମାଙ୍କ ଅଭିଶାପରୁ ମୁକ୍ତି ପାଇବା ପାଇଁ ଇନ୍ଦ୍ର ଧବଳେଶ୍ୱରଙ୍କ ନିକଟରେ ବଡ଼ଓଷା ବ୍ରତ ପାଳନ କରି କାର୍ତ୍ତିକ ପୂର୍ଣ୍ଣିମାରେ ବୁଡ଼ ପକେଇ ଶାପମୁକ୍ତ ହୋଇଥିଲେ । ଅନ୍ୟ ଏକ କାହାଣୀ ଅନୁସାରେ ଉତ୍କଳରେ କ୍ରତୁ ନାମକ ଧାର୍ମିକ ରାଜା ଥିଲେ । ସେ ଥରେ ଶିକାର ଉଦ୍ଦେଶ୍ୟରେ ବନକୁ ଯାଇଥିଲେ । ବନରେ ଲକ୍ଷ୍ୟହୀନଭାବେ ଯାଉଥିବା ବେଳେ ଏକ ଭଙ୍ଗା ଶିବମନ୍ଦିର ପାଖରେ ପହଞ୍ଚିଲେ । ସେଠାରେ ନାଗପୁରର ରାଜକୁମାରୀ ହରପ୍ରିୟା କ୍ରତୁଙ୍କୁ ବିବାହ କାମନା କରି ପୂଜାକରୁଥିଲେ । ମନ୍ଦିର ନିକଟରେ ଉଭୟଙ୍କର ଭେଟ ହେଲା ଓ ସେମାନେ ବିବାହ କଲେ । ବିବାହ ପରେ ରାଜା ଭୋଗ ବିଳାସରେ ରହି ରାଜ୍ୟକଥା ବୁଝିଲେ ନାହିଁ । ଫଳରେ ବାହ୍ୟଶତ୍ରୁଙ୍କ ପରାଜିତ ହୋଇ ରାଜ୍ୟ ହରାଇବାକୁ ପଡିଲା । ସେ ବଣରେ ରାଣୀଙ୍କ ସହିତ ଦୁଃଖରେ କାଳାତିପାତ କଲେ । ସେହି ବନରେ ଜଣେ ଶିବପୂଜକ ସନ୍ୟାସୀ ବାସକରୁଥିଲେ । ସେ ଥରେ ଶିବଙ୍କ ପୂଜା ଉଦ୍ଦେଶ୍ୟରେ କେତକୀ ଫୁଲ ନେଇ ଯାଉଥିଲେ । ରାଜା ସେହି ଫୁଲଗୁଡ଼ିକୁ ସନ୍ୟାସୀଙ୍କଠାରୁ ବଳପୂର୍ବକ ଛଡ଼ାଇନେଇ ରାଣୀଙ୍କୁ ଅର୍ପଣକଲେ । ଶିବ ରୁଷ୍ଟ ହେଲେ ଓ ରାଜାଙ୍କୁ କୁଷ୍ଠରୋଗ ହେଲା । ତାଙ୍କର ଦୁଃଖ ବଢ଼ି ଚାଲିଲା । ରାଣୀ ରାଜାଙ୍କ ସେବା ଓ ଈଶ୍ବର ଭକ୍ତିରେ ସମୟ ଅତିବାହିତ କରୁଥିଲେ । ସେ ଜଣେ ସନ୍ୟାସୀଙ୍କୁ ଭେଟି ରାଜାଙ୍କର ଆରୋଗ୍ୟ ଉପାୟ ପଚାରିଲେ । ଶିବଭକ୍ତଙ୍କ ଅଭିଶାପରୁ ରାଜାଙ୍କୁ କୁଷ୍ଠରୋଗ ହୋଇଛି ବୋଲି ସନ୍ୟାସୀ ଜଣାଇଲେ । ରାଣୀ ସନ୍ୟାସୀଙ୍କ ପରାମର୍ଶରେ ମହାନଦୀ ଗର୍ଭରେ ଥିବା ଧବଳେଶ୍ବରଙ୍କ ନିକଟରେ ନିଷ୍ଠାର ସହିତ ବଡ଼ଓଷା ବ୍ରତ ପାଳନ କଲେ । ଶିବ ସନ୍ତୁଷ୍ଟ ହୋଇ ବର ପ୍ରଦାନ କଲେ । କ୍ରତୁ ରୋଗମୁକ୍ତ ହୋଇ ସପତ୍ନୀକ ଓ ପୁତ୍ର ସନ୍ତାନ ସହ ରାଜତ୍ବ କଲେ । 1

The text above is adapted from the Wikipedia article “ବଡ଼ଓଷା”, available under the Creative Commons Attribution-ShareAlike 4.0 licence. 1

Bada Osha is festival in Odisha, according to the structured record cited below. This entry was generated automatically from that record and has not yet been reviewed by a person familiar with the tradition. 2

No recording linked yet — know one? Point at it →
Sources on Record
Sourced or Silent · Still Open

Questions awaiting a cited source

+ Answer with a source →
How many people perform it today?
When is it first attested, and by whom?
What does it look like? No licensed photograph yet.