Archival Room Dossier 2 min read · 2 sources
Condition
Not yet sourced Still being documented No source on file assesses this tradition's condition yet. Sourcing Depth
Thinly sourced This page cites 1–4 sources — a start, not yet independent confirmation. Primary Geography India
First Attested Unknown
Practitioners Awaiting cited count
Steward Desk Editorial & Ethnographic Desk
Connected Index & Room Ledger
"Budhei Osa." folkroom, https://folkroom.org/art-forms/budhei-osa, text CC BY-SA, with attribution. Copy cite
Understand in 30 Seconds · In Plain Words
Quick guide to Budhei Osa Sourced or Silent · CC BY-SA 4.0 ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା ।
01 · What it is
Living Tradition Documented cultural tradition on record; family classification awaits an editor.
02 · Where & name
India Placed on record in India.
03 · How it is doing
□□□□ (Not yet assessed) Documented in open cultural records, but no cited field assessment of its current vitality has been added here yet.
04 · Proof & reuse
2 cited sources Every claim links to a public record below. Free to quote, teach, and share under CC BY-SA 4.0.
Chapter Takeaways
ପୂଜାବିଧି ଓ ଉପଚାର ଘରକୋଣ କିମ୍ବା ଓଷାକୋଠିରେ ସକାଳୁ ସ୍ନାନଶୌଚ ହୋଇ ଗ୍ରାମୀଣ ମହିଳାମାନେ ଏକାଠି ହୁଅନ୍ତି ।
ଅଧିକ ତଥ୍ୟ The text above is adapted from the Wikipedia article “ବୁଧେଇ ଓଷା”, available under the Creative Commons Attribution-ShareAlike 4.0 licence.
Common Questions Answered on Record
What is Budhei Osa in plain words? ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା ।
Where is Budhei Osa practised or documented? Sources on this page place Budhei Osa in India.
What is the current condition of Budhei Osa today? □□□□ (Not yet assessed): Documented in open cultural records, but no cited field assessment of its current vitality has been added here yet.
How do I cite or share this Budhei Osa entry? Cite as: "Budhei Osa." folkroom, https://folkroom.org/art-forms/budhei-osa, text CC BY-SA, with attribution.
Share or cite this room No tracking · CC BY-SA 4.0
The tradition & historical record 2 min read · 2 sources ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଏହି ଓଷାରେ ବୁଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ୱୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା ।
ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋବରଲିପି ଶୁଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ୱଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ୱତନ୍ତ୍ର ବହି ଅଛି । 1
ପୂଜାବିଧି ଓ ଉପଚାର ଘରକୋଣ କିମ୍ବା ଓଷାକୋଠିରେ ସକାଳୁ ସ୍ନାନଶୌଚ ହୋଇ ଗ୍ରାମୀଣ ମହିଳାମାନେ ଏକାଠି ହୁଅନ୍ତି । ଶିଳ ଓ ଶିଳପୁଆ ଏହିପୂଜାରେ ଦେବାଦେବୀ ହୋଇଥିବାରୁ ଘରେ ଥିବା ଶିଳ ଓ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନକରାଯାଏ । 1
ଅଧିକ ତଥ୍ୟ The text above is adapted from the Wikipedia article “ବୁଧେଇ ଓଷା”, available under the Creative Commons Attribution-ShareAlike 4.0 licence. 1
Budhei Osa is festival from the Indian state of Odisha, according to the structured record cited below. This entry was generated automatically from that record and has not yet been reviewed by a person familiar with the tradition. 2
How many people perform it today?
When is it first attested, and by whom?
What does it look like? No licensed photograph yet.
Placed in India, the country the record names.
Community Custody & Ethics
Do you practise or teach Budhei Osa? Correct what is wrong, add what is missing, and cite your source. Every edit is a claim, and every claim needs one.