Archival Room Dossier 2 min read · 2 sources
Condition
Not yet sourced Still being documented No source on file assesses this tradition's condition yet. Sourcing Depth
Thinly sourced This page cites 1–4 sources — a start, not yet independent confirmation. Primary Geography India
First Attested Unknown
Practitioners Awaiting cited count
Steward Desk Editorial & Ethnographic Desk
Connected Index & Room Ledger
"Sudasha Brata." folkroom, https://folkroom.org/art-forms/sudasha-brata, text CC BY-SA, with attribution. Copy cite
Understand in 30 Seconds · In Plain Words
Quick guide to Sudasha Brata Sourced or Silent · CC BY-SA 4.0 ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ ।
01 · What it is
Living Tradition Documented cultural tradition on record; family classification awaits an editor.
02 · Where & name
India Placed on record in India.
03 · How it is doing
□□□□ (Not yet assessed) Documented in open cultural records, but no cited field assessment of its current vitality has been added here yet.
04 · Proof & reuse
2 cited sources Every claim links to a public record below. Free to quote, teach, and share under CC BY-SA 4.0.
Chapter Takeaways
ବ୍ରତ କାହାଣୀ ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି ।
ଅଧିକ ତଥ୍ୟ The text above is adapted from the Wikipedia article “ସୁଦଶା ବ୍ରତ”, available under the Creative Commons Attribution-ShareAlike 4.0 licence.
Common Questions Answered on Record
What is Sudasha Brata in plain words? ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ ।
Where is Sudasha Brata practised or documented? Sources on this page place Sudasha Brata in India.
What is the current condition of Sudasha Brata today? □□□□ (Not yet assessed): Documented in open cultural records, but no cited field assessment of its current vitality has been added here yet.
How do I cite or share this Sudasha Brata entry? Cite as: "Sudasha Brata." folkroom, https://folkroom.org/art-forms/sudasha-brata, text CC BY-SA, with attribution.
Share or cite this room No tracking · CC BY-SA 4.0
The tradition & historical record 2 min read · 2 sources ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ ।
ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ ।
ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଏହି ପର୍ବ ଓଡ଼ିଶାର ବିଶେଷତ୍ୱ, ଏହାକୁ କେବଳ ଓଡ଼ିଆ ମହିଳା (ହିନ୍ଦୁ)ମାନେ ପାଳନ କରିଥାନ୍ତି । ଭାରତର ଅନ୍ୟ ରାଜ୍ୟରେ ବା ଭାରତ ବାହାରେ ଏହା ଦେଖା ଯାଏ ନାହିଁ । 1
ବ୍ରତ କାହାଣୀ ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି । ବ୍ରତ ହରାଇ ବିକଳ ଭାବେ କ୍ରନ୍ଦନ କରୁଥିବା ବେଳେ ନଳ ରାଜା ତାଙ୍କର ଦୁଃଖ ଦୂର କରିବା ପାଇଁ ସତ୍ୟବଦ୍ଧ ହୋଇ ନିଜ ରାଣୀଙ୍କଠାରୁ ବ୍ରତ ଆଣି ବ୍ରାହ୍ମଣୀଙ୍କୁ ଦେଛନ୍ତି । ବ୍ରତଟି ଲକ୍ଷ୍ମୀଙ୍କ ପ୍ରତୀକ ହୋଇଥିବାରୁ ବ୍ରତଦାନ କଲେ ଲକ୍ଷ୍ମୀଛଡ଼ା ହେବାର କଥିତ ଥିବାରୁ ରାଣୀ ଅତ୍ୟନ୍ତ କୁଣ୍ଠାର ସହ ବ୍ରତଟିକୁ ଦେଇଛନ୍ତି । ବ୍ରତଦାନ ପରେ ତାଙ୍କର ସକଳ ସମ୍ପଦ, ସୁଖ, ଐଶ୍ୱର୍ଯ୍ୟ ଅପହୃତ ହୋଇ ରାଜା ଓ ରାଣୀ ଲକ୍ଷ୍ମୀଛଡ଼ା ଓ ଶ୍ରୀହୀନ ହୋଇ ପଡ଼ିଛନ୍ତି । ଯାବତୀୟ ଦୁଃଖ ଦୁର୍ଦ୍ଦଶା ଭୋଗ କଲାପରେ ରାଣୀ ପୁନଶ୍ଚ ଯଥାବିଧି ସୁଦଶା ବ୍ରତ ପାଳନ କରିବାପରେ ସେମାନଙ୍କର ସମସ୍ତ ଅପହୃତ ସୁଖ ସୌଭାଗ୍ୟ ଫେରି ଆସିଛି । 1
ଅଧିକ ତଥ୍ୟ ଉଇକିପାଠାଗାରରେ ସୁଦଶା ବ୍ରତ 1
The text above is adapted from the Wikipedia article “ସୁଦଶା ବ୍ରତ”, available under the Creative Commons Attribution-ShareAlike 4.0 licence. 1
Sudasha Brata is Odia festival, according to the structured record cited below. This entry was generated automatically from that record and has not yet been reviewed by a person familiar with the tradition. 2
How many people perform it today?
When is it first attested, and by whom?
Placed in India, the country the record names.
Community Custody & Ethics
Do you practise or teach Sudasha Brata? Correct what is wrong, add what is missing, and cite your source. Every edit is a claim, and every claim needs one.